ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ରସଗୋଲା ଦିବସ ପାଳିତ
ଭୁବନେଶ୍ୱର : ସଂସ୍କୃତି ଓ ପରମ୍ପରାକୁ ସଦାସର୍ବଦା ବଜାୟ
ରଖି ଆସିବା ସହ ଏହାକୁ ସବୁବେଳେ ପ୍ରାଥମିକତା
ଦେଇଆସୁଥିବା ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ
ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ
ପବିତ୍ର ନୀଳାଦ୍ରିବିଜେ ଅବସରରେ ରସଗୋଲା ଦିବସ ପାଳିତ
ହୋଇଯାଇଛି…
