ଆର୍ଥିକ ଅନଟନରେ ଥିବା ପଦ୍ମଶ୍ରୀଙ୍କୁ ମିଳିବ ମାସିକ ୧୦ ହଜାର ଟଙ୍କା, ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର () : ରାଜ୍ୟର ଆର୍ଥିକ ଅନଗ୍ରସର ପଦ୍ମଶ୍ରୀ ବିଜେତା ବ୍ୟକ୍ତିତ୍ବମାନଙ୍କୁ ମାସକୁ ୧୦ ହଜାର ଟଙ୍କା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସଂସ୍କୃତି ବିଭାଗର ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି । ଏହି ଭତା ପାଇଁ ଯୋଗ୍ୟ…
