Odia News Portal
Monthly Archives

July 2019

ଆଜି ରଥ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ()  ଆଜି ହେରା ପଞ୍ଚମୀ । ମହାପ୍ରଭୁଙ୍କ ରଥଯାତ୍ରାର ଏହି ଅନନ୍ୟ ପରମ୍ପରାରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ମା ଲକ୍ଷ୍ମୀଙ୍କୁ ସାଥିରେ ନଆଣି ଭାଇଭଉଣୀଙ୍କ ସହ ମହାପ୍ରଭୁ ରଥଯାତ୍ରାରେ ଆସିଥିବାରୁ ଅଭିମାନ କରିଥିବା ମା ଲକ୍ଷ୍ମୀ ଆଜି ତାଙ୍କ ସ୍ବାମୀ କଳାଠାକୁରଙ୍କ ଉପରେ ରାଗ…

ପାଟକୁରାରେ ବିଜେଡ଼ିର ବିଜୟ ନିଶ୍ଚିତ: ଜିଲ୍ଲା ସଭାପତି

ପାଟକୁରା()  ଆଜି ନବୀନ ନିବାସରେ ପାଟକୁରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା । ବୈଠକରେ ମନ୍ତ୍ରୀ ସୁଶାନ୍ତ ସିଂ, ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅତୁନ ସବ୍ୟସାଚୀ ନାୟକ ଓ କେନ୍ଦ୍ରାପଡ଼ା ଜିଲ୍ଲା ସଭାପତି କିଶୋର ତରାଇ ପ୍ରମୁଖ ଉପସ୍ଥିତ ଥିଲେ । ବିଜେପି ପ୍ରାର୍ଥୀ ସାବିତ୍ର…

ଗାନ୍ଧୀବାଦ ବିରୋଧରେ ମିଛ ପ୍ରଚାରକୁ ବନ୍ଦ କର

ଭୁବନେଶ୍ବର (): ବିଗତ କିଛିବର୍ଷ ମଧ୍ୟରେ ଦେଶରେ ରାଜନୈତିକ ପଟ୍ଟ ପରିବର୍ତ୍ତନରେ ବିଚାରଧାରାର ଲଢ଼େଇ ଏବେ ନିର୍ଣ୍ଣାୟକ ସ୍ଥିତିକୁ ଆସିଛି । ଗୋଟିଏ ପଟରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେର ପୂଜା କରିବାକୁ  ରାଜନୈତିକ ପୁରୋଧାମାନେ ଖୋଲାଖୋଲି ସାମ୍ନାକୁ…

ସାହିତ୍ୟ ପତ୍ରିକା ‘ପ୍ରତିଶ୍ରୁତି’ ଉନ୍ମୋଚିତ

ଭବନେଶ୍ୱର ( ଚକ୍ରଧର ମାଝି ) : ଓଡିଆ ସାହିତ୍ୟ ପତ୍ରିକା ପ୍ରତିଶ୍ରୁତି (ନୂଆ ସକାଳର ସଂକଳ୍ପ) ୟୁନିଟ୍ ୯ ସ୍ଥିତ ମହାରାଷ୍ଟ୍ର ମଣ୍ଡଳ ପରିସରରେ ଉନ୍ମୋଚିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଓଡିଆ ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ହୁସେନ୍ ରବି ଗାନ୍ଧୀ ସାହିତ୍ୟର…

ବିପିୟୁଟି ଓ ଡିପ୍ଲୋମା ଛାତ୍ର ସଂଗଠନ ପକ୍ଷରୁ ବିଧାୟକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର ( ଚକ୍ରଧର ମାଝି ) : ବିପିୟୁଟି ଓ ଡିପ୍ଲୋମା ଛାତ୍ର ସଂଗଠନ ତରଫରୁ ବିଧାୟକଙ୍କୁ ସମ୍ବର୍ଦ୍ଧନା ଉତ୍ସବ ୟୁନିଟ୍ ୩ ସ୍ଥିତ ଅନ୍ଧମୁକ ବଧିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଛାତ୍ର ସଂଗଠନର ମୁଖ୍ୟ ଉପଦେଷ୍ଟା ବିଜୟ ବସନ୍ତିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି…

ପାଇକ ସ୍ମାରକୀ ପାଇଁ ଖୋର୍ଦ୍ଧା ମଉଜାରେ ୬.୫୬୦ ଏକର ଜମି ଚିହ୍ନଟ

ଭୁବନେଶ୍ୱର : ଖୋର୍ଦ୍ଧାର ବରୁଣେଇ ପାହାଡ ତଳେ ପାଇକ ସ୍ମାରକୀ ପ୍ରତିଷ୍ଠା ପାଇଁ ଜମି ଚିହ୍ନଟ କରିବାକୁ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଅନୁରୋଧ କରାଯାଇଥିଲା । ବରୁଣେଇ ପାହାଡରେ ପାଇକ ବିଦ୍ରୋହ ସଂଗଠିତ ହୋଇଥିବାରୁ ପାହାଡ ପାଦଦେଶରେ ୫୦ଏକର ଜମି ପାଇଁ…

ନେତୃତ୍ୱ ବିହୀନ କଂଗ୍ରେସ

ଭୁବନେଶ୍ୱର()   ରାହୁଲ ଗାନ୍ଧୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ନିର୍ଣ୍ଣାୟକ ଭାବେ ହଟିଯିବା ପରେ ଏବେ ଓଡ଼ିଶାରେ ନିରଞ୍ଜନ ପଟ୍ଟନାୟକଙ୍କର ଉତ୍ତରାଧିକାରୀ କିଏ ହେବ, ସେ ପ୍ରଶ୍ନ ମୁଣ୍ଡଟେକିଛି । ନୂଆ ଅଧ୍ୟକ୍ଷ ଶୀଘ୍ର ନିର୍ବାଚନ ପାଇଁ କଂଗ୍ରେସ ୱାର୍କିଂ କମିଟିକୁ ଅନୁରୋଧ କରିଛନ୍ତି ରାହୁଲ । ସେ…

କାଲିଠାରୁ ସପ୍ଲିମେଣ୍ଟାରୀ

ଭୁବନେଶ୍ବର()  ଆସନ୍ତାକାଲିଠାରୁ ଆରମ୍ଭ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା। ଚଳିତ ବର୍ଷ ମୋଟ ୨୮ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଏଥିପାଇଁ ୧୨୨ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ମୁକ୍ତ ବିଦ୍ୟାଳୟ ପରୀକ୍ଷା ଲାଗି ଆଉ ୫୪ଟି କେନ୍ଦ୍ର କରାଯାଇଛି। ସମସ୍ତ ପରୀକ୍ଷା କେନ୍ଦ୍ରକୁ ନୋଡାଲ୍ ସେଣ୍ଟର…

ଇସ୍ତଫା ଦେଲେ ୧୩ ବିଧାୟକ

ବେଙ୍ଗାଲୁରୁ()   ସଙ୍କଟରେ କର୍ଣ୍ଣାଟକ ମେଣ୍ଟ ସରକାର ।କୁମାର ସ୍ବାମୀଙ୍କ ଅନୁପସ୍ଥିତିରେ ଇସ୍ତଫା ଦେଲେ ୧୩ ବିଧାୟକ ।  କଂଗ୍ରେସ ଓ ଜେଡିଏସ୍ ର ମୋଟ୍ ୧୩ ଜଣ ବିଧାୟକ ଇସ୍ତଫା ଦେଇଛନ୍ତି । ବାଚସ୍ପତିଙ୍କ ଅନୁପସ୍ଥିତିରେ ସଚିବଙ୍କୁ ସେମାନେ ଇସ୍ତଫା ପତ୍ର ପଠାଇଛନ୍ତି । ଫଳରେ ମେଣ୍ଟ ସରକାର ଏକ…

ଦୁଇ ଦିନ ପରେ ପ୍ରବଳ ବର୍ଷା

ଭୁବନେଶ୍ବର()  ଦୁଇ ଦିନ ପରେ ରାଜ୍ୟରେ ପ୍ରବଳ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୯ତାରିଖରୁ ଲଘୁଚାପ ଏବଂ ଉତର ପଶ୍ଚିମ ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା…