ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷିବ
ଭୁବନେଶ୍ୱର() ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ହେଉଛି। ପାଣିପାଗ ବିଭାଗ ପୂର୍ବାନୁମାନ କରିଛି, ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷିବ । ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।
ତେବେ ୭ ଓ ୮ ତାରିଖରେ ବର୍ଷାର ପରିମାଣ କମ୍…
