ଜୁନିୟର ଅନ୍ତଃଜିଲ୍ଲା ସିପକ ଟାକ୍ରୋ ପ୍ରତିଯୋଗିତା ଉଦଯାପିତ
କଟକ : କଟକ ବାରବାଟୀ ଷ୍ଟାଡିୟମର ସିପକ ଟାକ୍ରୋ କମ୍ପ୍ଲେକ୍ସଠାରେ ତିନି ଦିନ ଧରି ଚାଲିଥିବା ୨୦ତମ ଜୁନିୟର ଅନ୍ତଃଜିଲ୍ଲା ସିପକ ଟାକ୍ରୋ ପ୍ରତିଯୋଗିତା ରବିବାର ସଂଧ୍ୟାରେ ଉଦଯାପିତ ହୋଇଯାଇଛି। ଏହି ପ୍ରତିଯୋଗିତା ଓଡ଼ିଶା ସିପକ ଟାକ୍ରୋ ସଙ୍ଘ ଓ କଟକ ସିପକ ଟାକ୍ରୋ ସଙ୍ଘ ମିଳିତ ଆନୁକୂଲ୍ୟରେ…
