ଭିଜିଲାନ୍ସ ଜାଲରେ ସରକାରୀ ବାବୁ
ବଲାଙ୍ଗିର : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ୍ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ମୁଖ୍ୟ କିରାଣୀ ଦମନ ପ୍ରସାଦ ମିଶ୍ର ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ବଲାଙ୍ଗିର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଶିକ୍ଷୟିତ୍ରୀଙ୍କ ଅବସରକାଳୀନ କାଗଜପତ୍ର କରାଇ…
