ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ ଗ୍ରହଣ
ଭୁବନେଶ୍ବର () ଦୁର୍ନୀତି ବିରୋଧରେ ରାଜ୍ୟ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହିଷ୍ଣୁତା ନୀତି ଗ୍ରହଣ କରିବାକୁ ନିୟମିତ ଭାବେ ନିର୍ଦ୍ଦେଶ ଦେଇଆସିଛନ୍ତି । ଏହି ନୀତି ଅନୁଯାୟୀ ରାଜ୍ୟ ସରକାର 15ଜଣ ଅଧିକାରୀଙ୍କୁ…
