ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା ..
ମେଷ -
ଆଜି କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ମନ ଅସ୍ଥିର ରହିବ। ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ପରିବାରରେ ପିଲାଙ୍କ ସମସ୍ୟା ବିଷୟ ନେଇ ମାନସିକ ସ୍ଥିତି ବିପନ୍ନ ରହିପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ନୂତନ ଯୋଜନା ଚିନ୍ତା…
