ସମ୍ବିଧାନ ଦେଶକୁ ଏକାଠି ବାନ୍ଧି ରଖିବାର ଅଠା ସଦୃଶ
ଭୁବନେଶ୍ୱର () ଓଡିଶା ବିଧାନସଭାରେ ସମ୍ବିଧାନ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ପୁଣି ଥରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ଦାବି କରିଛନ୍ତି । ଏହା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଜାତିର ପିତାଙ୍କୁ ଶ୍ରେଷ୍ଟ ସମ୍ମାନ ହେବ ।…