ବୁଦା ମୂଳରୁ ନବଜାତ ଶିଶୁ ଉଦ୍ଧାର
ଭୁବନେଶ୍ବର : କେନ୍ଦୁଝର ଜିଲ୍ଲା ପାଟଣା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମାନପୁର-ଡେଣୁଆ ନିକଟ ରାସ୍ତାର ଖମଣସାହି ନିକଟରେ ଥିବା ଏକ ବୁଦାମୂଳରୁ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି ।
ଉଦ୍ଧାର ନବଜାତ ଶିଶୁପୁତ୍ରଟିକୁ ସ୍ଥାନୀୟଲୋକ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି…
