ଧନିଆ ପତ୍ରରେ ରହିଛି ବହୁ ଉପକାରୀ ଗୁଣ : ଏ ସବୁ ରୋଗରୁ ଦିଏ ମୁକ୍ତି
ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍ସିୟମ, ଭିଟାମିନ୍ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ ଗୁଣ ସମ୍ପର୍କରେ:
–…
