୨୫ରେ ପୁଣି ଲଘୁଚାପ
ଭୁବନେଶ୍ବର() ୨୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। । ଏହା ପ୍ରଭାବରୁ ୨୫ ତାରିଖରୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ତ୍ରିପୁରା, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ବଢ଼ିବ। ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ…
