ଏଣିକି ଜଳସାଥୀ ଆଦାୟ କରିବେ ଜଳକର
ଭୁବନେଶ୍ୱର() ଭୁବନେଶ୍ୱର ରେଳବାଇ ଅଡିଟୋରିଅମରେ ଜଳସାଥୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ପରିବାରର ସ୍ୱାସ୍ଥ୍ୟ ପ୍ରତି ମା’ ମାନେ ଅଧିକ ଯତ୍ନବାନ ଥାଆନ୍ତି ଏବଂ ଭଲ ପିଇବା ପାଣିର ଉତ୍ତମ ସ୍ୱାସ୍ଥ୍ୟ…
