ଚିନ୍ତା କମ୍ କରିବା ପାଇଁ ଆପଣାନ୍ତୁ କେତୋଟି ସହଜ ଉପାୟ
ଆଜିକାଲିର ବ୍ୟସ୍ତ ଜୀବନଶୈଳୀକୁ ନେଇ ଅଧିକାଂଶ ଲୋକ ଚିନ୍ତାରେ ରହିଥାନ୍ତି। ଚିନ୍ତା ଯୋଗୁ ଅନେକ ରୋଗ ହେବା ସମ୍ଭାବନା ମଧ୍ୟ ରହିଥାଏ। ବ୍ୟସ୍ତ ଜୀବନଶୈଳୀ ଯୋଗୁ ଚିନ୍ତାରୁ ଦୂରେଇ ରହିବା କଷ୍ଟକର। ମାତ୍ର ସହଜ ଉପାୟରେ ଏଥିରୁ ଆମେ ଦୂରେଇ ରହିପାରିବା।
ଅଧିକ ଚିନ୍ତା କରନ୍ତୁ ନାହିଁ:…
