ନିରଞ୍ଜନଙ୍କୁ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର() ରାଜ୍ୟ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଉଚ୍ଚଶିକ୍ଷା ନିର୍ଦ୍ଦେଶକ ନିରଞ୍ଜନ ସାହୁଙ୍କୁ ଶ୍ରମ କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସେହିପରି ମ୍ୟୁନିସିପାଲ ପ୍ରଶାସକ ତଥା ଗୃହିନର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍…
