କିଟ୍ ବିଶ୍ୱବିଦ୍ୟାଳୟକୁ ମିଳିଲା ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏମିନେନ୍ସ ମାନ୍ୟତା
ଭୁବନେଶ୍ବର : କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରାଳୟ ପକ୍ଷରୁ ଚଳିତବର୍ଷ ଦେଶର ଶ୍ରେଷ୍ଠ ୫ଟି ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ୭ଟି ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟକୁ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏମିନେନ୍ସ ମାନ୍ୟତା ପ୍ରଦାନ କରାଯାଇଛି । ଓଡ଼ିଶାର ଏକ ମାତ୍ର ଉଚ୍ଚତର ଶିକ୍ଷାନୁଷ୍ଠାନ ଭାବେ…
