ପ୍ରଥମ ଦିନିକିଆ : ୱେଷ୍ଟଇଣ୍ଡିଜର ଦମଦାର ବିଜୟ
ଚେନ୍ନଇ : ଚେନ୍ନଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ପ୍ରଥମ ଦିନିକିଆରେ ଦମଦାର ବିଜୟ ହାସଲ କରିଛି ୱେଷ୍ଟଇଣ୍ଡିଜ। ୱେଷ୍ଟଇଣ୍ଡିଜର ବ୍ୟାଟ୍ସମ୍ୟାନ ସିମ୍ରନ ହେତମେୟର ଓ ସାଇ ହୋପଙ୍କ ଦମଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ଭାରତକୁୁ ୮ ୱିକେଟରେ ପରାସ୍ତ କରି ସିରିଜରେ ୧-୦ରେ…
