Odia News Portal
Yearly Archives

2019

ବନ୍ୟା ପ୍ରଭାବ, ୪୩ ମୃତ , ୨୪ ନିଖୋଜ

ନେପାଳରେ ପ୍ରବଳ ବର୍ଷା ଯୋଗୁ ଆସିଥିବା ବନ୍ୟା ଓ ଏଥିଯୋଗୁ ହୋଇଥିବା ଭୂସ୍ଖଳନରେ ୪୩ ଜଣ ଲୋକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୪ ଜଣ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷରେ ୨୦ ଜଣ ଏଥିରେ ଗୁରୁତର ଆହତ ହୋଇଥିବା ବେଳେ ୫୦ ରୁ ଅଧିକ ଲୋକଙ୍କୁ ନିରାପଦ ଭାବେ ଉଦ୍ଧାର କରାଯାଇଛି । ଗତ କିଛି ଦିନ ଧରି…

ଆଜି ମୁହାଁମୁହିଁ ହେବେ ଇଂଲଣ୍ଡ-ନ୍ୟୁଜିଲାଣ୍ଡ

ଲଣ୍ଡନ() ଆଜି ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ । ଇଂଲଣ୍ଡ ଏବଂ ଅଣ୍ଡରଡଗ୍ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ ବିଶ୍ବକପ୍ ଫାଇନାଲ । ଚାରି ବର୍ଷରେ ଥରେ ଆୟୋଜିତ କ୍ରିକେଟ୍ ମହାଯୁଦ୍ଧର ଏହି ମହାମୁକାବିଲା ଉପରେ ଏବେ ସାରା ବିଶ୍ବର ନଜର ରହିଛି। ଦୁଇ ଫାଇନାଲିଷ୍ଟ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ…

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

ପୁରୀ()  ଆଜି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ଅଧରପଣା ନୀତି । ରଥ ଉପରେ ଶ୍ରୀଜିଉଙ୍କ ଅଧର ଉଚ୍ଚର ୩ଟି ଲେଖାଏ ହାଣ୍ଡିରେ ଅଧରପଣା ଭୋଗ ହେବ । ଏହି ପଣା ଭୋଗର ଏକ ସ୍ୱତନ୍ତ୍ରତା ରହିଛି । ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ। ପାଣି…

ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ସିଦ୍ଧୁ

ପଞ୍ଜାବ()  ପଞ୍ଜାବ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ନବଜ୍ୟୋତ ସିଂହ ସିଦ୍ଧୁ । ଆଜି ଟ୍ୱିଟ୍ କରି ସୂଚନା ଦେଇଛନ୍ତି ସିଦ୍ଧୁ । ଗତ ଜୁନ୍ ମାସ ୧୦ ତାରିଖରୁ ସେ ନିଜ ଇସ୍ତଫା ଦେଇଛନ୍ତି । ଏହା ସହ ନିଜ ଇସ୍ତଫାପତ୍ର ମଧ୍ୟ ସେ ଟ୍ୱିଟରରେ ସେୟାର କରିଛନ୍ତି । ଲୋକସଭା ନିର୍ବାଚନ ପରେ ସିଦ୍ଧୁ ଓ…

୧୮ରୁ ବର୍ଷିବ

ଭୁବନେଶ୍ବର()  ରାଜ୍ୟରେ ସ୍ୱାଭାବିକ ଠାରୁ କମ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଦେଇଛି । ଆବଶ୍ୟକତା ଠାରୁ ଜୁନ୍ ମାସରେ ୩୧ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଜୁଲାଇ ୧ରୁ ୧୩ ତାରିଖ ମଧ୍ୟରେ ୩ ପ୍ରତିଶତ କମ୍ ବର୍ଷା ହୋଇଛି । ତେବେ ରାୟଗଡ଼ା, ସୁନ୍ଦରଗଡ଼…

୧୭ରେ ଚନ୍ଦ୍ର ଗ୍ରହଣ

ଭୁବନେଶ୍ବର () ଆସନ୍ତା ଜୁଲାଇ ୧୭ ତାରିଖ ଭୋର ସମୟରେ ଏକ ଆଂଶିକ ଚନ୍ଦ୍ର ଗ୍ରହଣ ସଂଗଠିତ ହେବ । ସେହିଦିନ ଆକାଶ ମେଘମୁକ୍ତ ରହିଲେ ମଧ୍ୟ ରାତ୍ରି ପରେ ଅର୍ଥାତ ଜୁଲାଇ ୧୭ ତାରିଖ ଭୋର ୧ଟା ୩୧ରୁ ୪ଟା ୨୯ ଯାଏଁ ଏହି ଆଂଶିକ ଚନ୍ଦ୍ର ଗ୍ରହଣକୁ ଖାଲି ଆଖିରେ ଦେଖିହେବ । ସବୁଠାରୁ ଅଧିକ ଚନ୍ଦ୍ର…

ଅବସର ନେବେ ପୁଲିସ ଡିଜି

ଭୁବନେଶ୍ବର()  ବଦଳିବେ ରାଜ୍ୟ ପୋଲିସ ଡିଜି ।ରାଜ୍ୟ ପୋଲିସ ଡିଜି ଡ.ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ନୂତନଭାବେ ଗଠିତ ଲୋକାୟୁକ୍ତ ସଦସ୍ୟଭାବେ ମନୋନୀତ ହେବେ । ଯଦି ପୋଲିସ ମହାନିର୍ଦେଶକ ତାଙ୍କ ପଦବୀ ଛାଡନ୍ତି ତେବେ ଡିଜି ରେସରେ ୧୯୮୬ ଓ ୮୭ ବ୍ୟାଚର କେହି ଜଣେ ବରିଷ୍ଠ ଆଇପିଏସ୍ ଅଧିକାରୀ…

ଏହି ଖେଳାଳୀଙ୍କୁ ପସନ୍ଦ କରନ୍ତି କ୍ୟାଟ୍ରିନା

ମୁମ୍ବାଇ()  ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ଦିଲ୍ରେ କେଉଁ କ୍ରିକେଟର ରାଜ କରନ୍ତି ସେ ନିଜେ ଏକ ସାକ୍ଷାତକାରରେ କହିଥିଲେ।  ଭାରତୀୟ ଟିମ୍ର ପୂର୍ବତନ ବରିଷ୍ଠ ବ୍ୟାଟ୍ସମ୍ୟାନ ରାହୁଲ ଡ୍ରାଭିଡଙ୍କୁ କ୍ୟାଟ୍ରିନା ପସନ୍ଦ କରନ୍ତି ବୋଲି ନିଜେ ଏକ ସାକ୍ଷାତକାରରେ ସ୍ବୀକାର କରିଥିଲେ।…

୧୫ରେ ବାବାଙ୍କ ଜାମିନ ଆବେଦନ ଶୁଣାଣି

କଟକ()  ୧୫ରେ ହେବ ସାରଥି ଓରଫ ସନ୍ତୋଷ କୁମାର ରାଉଳଙ୍କ ଜାମିନ ଆବେଦନର ପୂର୍ଣ୍ଣାଙ୍ଗ ଶୁଣାଣି । ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠରେ ସାରଥିଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି ଚାଲିଛି। କେନ୍ଦ୍ରାପଡାରେ ବିଚାରାଧୀନ ମାମଲାରେ ଜାମିନ ପାଇଁ ସାରଥି ହାଇକୋର୍ଟଙ୍କ…

ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ()   ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ରତ୍ନବେଦୀକୁ ବାହୁଡିବା ପୂର୍ବରୁ ଆଜି ଏକାଦଶୀରେ ବଡଦିଅଁ ବଡଦାଣ୍ଡରେ ରଥ ଉପରେ ସୁନାବେଶରେ ଦର୍ଶନ ଦେଉଛନ୍ତି । ରାଜ୍ୟ ତଥା ଦେଶ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଙ୍ଗମ ହୋଇଛି । ୨ ଶହ କେଜି ସୁନାରେ ସଜେଇ ହୋଇଥିବା ଭଗବାନଙ୍କୁ ଦେଖିବାକୁ…