ବାରିପଦାରେ ଟ୍ରିପଲ ମର୍ଡର
ବାରିପଦା() ବାରିପଦାରେ ଟ୍ରିପଲ ମର୍ଡର ହୋଇଛି । ଦୁଇ ସ୍ତ୍ରୀଙ୍କୁ ହାତୁଡ଼ିରେ ଛେଚି ହତ୍ୟା କରିବା ପରେ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକମାନେ ହେଲେ ଶ୍ୟାମ ଭାଟି ଓ ତାଙ୍କର ଦୁଇ ସ୍ତ୍ରୀ। ତାଙ୍କର ଦୁଇ ସ୍ତ୍ରୀ…
