ସାଢେ ୪ କୋଟି ଓଡିଆ ମୋ ପରିବାର: ନବୀନ
ଆସନ୍ତା ୧୮ରେ ହେବାକୁ ଥିବା ଦ୍ୱିତୀୟ ପଯ୍ୟାୟ ନିର୍ବାଚନରେ ରାଜ୍ୟର ୫ଟି ଲୋକସଭା ୩୫ଟି ବିଧାନସଭା ଆସନ ପାଇଁ ହେବ ଭୋଟ୍ ଗ୍ରହଣ । ଏହି ପର୍ୟ୍ୟାୟରେ ହେବାକୁ ଥିବା ବରଗଡ, ବଲାଙ୍ଗୀର, ସୁନ୍ଦରଗଡ, ଆସ୍କା, ଓ କନ୍ଧମାଳ ସଂସଦୀୟ କ୍ଷେତ୍ରରେ ହେବ ନିର୍ବାଚନ ।
ଏହି କ୍ରମରେ ଆଜି ଆସ୍କା…
