ଘଡ଼ଘଡ଼ି ସହ ବଜ୍ରପାତ ଆଶଙ୍କା
ଆଜି ରାଜ୍ୟର ୧୫ଟି ଜିଲ୍ଲାରେ ହୋଇପାରେ କାଳବୈଶାଖୀ । ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ସାଙ୍ଗକୁ ୪୦ରୁ ୫୦ କିମି ବେଗରେ ପବନ ବୋହିବ। ଘଡ଼ଘଡ଼ି ସହ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।…
