ବିଜେଡିରେ ଯୋଗ ଦେବେ କଂଗ୍ରେସ ସଭାନେତ୍ରୀ !
କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି ମହିଳା କଂଗ୍ରେସ ସଭାନେତ୍ରୀ ସୁମିତ୍ରା ଜେନା । ସେ ମହିଳା କଂଗ୍ରେସ ସଭାନେତ୍ରୀ ସମେତ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଏହି ସୂଚନା ଦେଇଛନ୍ତି ।
ଟିକେଟ୍ ବଣ୍ଟନ ନେଇ ସେ ଅସନ୍ତୁଷ୍ଟ ଥିଲେ । ସେ…
