ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା
ଆସନ୍ତା ପାଞ୍ଚଦିନ ଧରି ରାଜ୍ୟରେ କାଳବୈଶାଖୀ ବର୍ଷାର ସମ୍ଭାବନା ଥିବା ନେଇ ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଆଜି ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ଗଞ୍ଜାମ, ପୁରୀ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଅନ୍ୟସବୁ…
