ଅର୍ଶ ରୋଗୀଙ୍କ ପାଇଁ ଉପକାରୀ ପାଚିଲା ଅମୃତଭଣ୍ଡା
ପାଚିଲା ଅମୃତଭଣ୍ଡା ଭିଟାମିନ୍ ଏ ଏବଂ ବି ର ଗୁଣରେ ଭରପୂର। ଏହାକୁ ଖାଇବା ସହିତ ସ୍କିନ୍ର ଯତ୍ନ ପାଇଁ ମଧ୍ୟ ବ୍ୟବହାର କରାଯାଏ। କଞ୍ଚା ଅମୃତଭଣ୍ଡାକୁ ତରକାରୀ କରାଯାଏ। ପାଚିଲା ଅମୃତଭଣ୍ଡାକୁ ଫଳ ଭାବରେ ଖିଆଯାଏ। ଏହା ସହିତ ଏହାକୁ ଜୁସ୍, ଜେଲୀ, ଜାମ୍ ତିଆରିରେ ମଧ୍ୟ ବ୍ୟବହାର କରାଯାଏ।…
