କାଲି ଓଡିଶା ଆସିବେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଦିନ ୧୧ଟାରେ ପ୍ରଥମେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ପୋଲିସ ପଡିଆରେ ପହଞ୍ଚିବେ। ସେଠାରେ କର୍ମକର୍ତ୍ତା ସମାବେଶରେ ଉଦ୍ବୋଧନ ଦେବା ପରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ନାଚୁଣୀ…
