ଆଜିଠାରୁ ବିଧାନସଭାର ବଜେଟ୍ ଅଧିବେଶନ
ଭୁବନେଶ୍ବର: ଆଜିଠାରୁ ବିଧାନସଭାର ବଜେଟ୍ ଅଧିବେଶନ । ଗତକାଲି ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିଲା ବିଜେଡି ବିଧାୟକ ଦଳ ବୈଠକ । ବଜେଟ ଅଧିବେଶନ ନେଇ ଏଥିରେ ଆଲୋଚନା ହୋଇଥିଲା । ବିରୋଧୀ ଆଣିବାକୁ ଥିବା ସମସ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ । ୭…
