ଚତୁର୍ଥ ଦିନିକିଆ: ୮ ୱିକେଟରେ ଜିତିଲା ନ୍ୟୁଜିଲାଣ୍ଡ
ପ୍ରଥମ ତିନୋଟି ଦିନିକିଆରେ ଏକ ତରଫା ଭାବେ ବିଜୟ ହାସଲ କରିଥିବା ଭାରତ ଏଠାରେ ଖେଳାଯାଇଥିବା ଚତୁର୍ଥ ଦିନିକିଆରେ ଲଜ୍ଜାଜନକ ଭାବେ ପରାଜିତ ହୋଇଛି। ଟ୍ରେଣ୍ଟ ବୋଲ୍ଟଙ୍କ ଘାତକ ବୋଲିଂ ବଳରେ ନ୍ୟୁଜିଲାଣ୍ଡ ଭ୍ରମଣକାରୀ ଭାରତକୁ ୮ ଓ୍ଵିକେଟରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା…
