ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ
ଆଜି ଜାତିର ପିତା ମହାତ୍ମା ଗାନ୍ଧିଙ୍କ ଶ୍ରାଦ୍ଧ ଦିବସ । ଏହି ଅବସରରେ ବିଭିନ୍ନ ସ୍ଥାନରେ ନାନା କାର୍ୟ୍ୟକ୍ରମର ଆୟୋଜନ କରାଯାଉଛି। ଗାନ୍ଧିଜୀଙ୍କ ସମାଧୀପୀଠ ରାଜଘାଟରେ ଶ୍ରଦ୍ଧାସୁମନ ଅର୍ପଣ କରିବେ ବିଭିନ୍ନ ଦଳର ନେତା ଓ ବହୁ ବିଶିଷ୍ଟ ବ୍ୟକ୍ତି । ୧୯୪୮ ମସିହା ଜାନୁଆରି ୩୦ ତାରିଖରେ ବିରଳା…
