ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍ : ୨ ମୃତ୍ୟୁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ
କଳାହାଣ୍ଡି: ପୋଲ ତଳକୁ ଖସିଲା ଯାତ୍ରୀବାହୀ ବସ୍। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଜୋଲ୍କୋ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୋଲ ତଳକୁ ଯାତ୍ରୀବାହୀ ବସ୍ ଖସି ପଡ଼ିବା ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆଜି ଭୋର ସମୟରେ ଏହି…
