ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି
ଭୁବନେଶ୍ବର: ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି। ଆଜି ସକାଳୁ ପ୍ରବଳ କୁହୁଡ଼ି ଯୋଗୁଁ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ୧୦୦ମିଟର ପର୍ଯ୍ୟନ୍ତ କିଛି ବି ଦୃଶ୍ୟମାନ ହେଉନାହିଁ ।…
