ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ତୃତୀୟ ଦିନ , ମହାରାଜ କଂସଙ୍କ ରାଜୁତିରେ ଥରହର ମଥୁରା ନଗରୀ
ବରଗଡ଼: ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରାର ଆଜି ତୃତୀୟ ଦିନ । ଆଜି ତୃତୀୟ ଦିନରେ ମହାରାଜ କଂସଙ୍କ ଶ୍ୟାମେଶ୍ୱର ମହାଦେବଙ୍କ ଦର୍ଶନ, ବିଜୁଳି କନ୍ୟାର ଶୂନ୍ୟବାଣୀ ଏବଂ ଶ୍ରୀକୃଷ୍ଣଙ୍କୁ ବଦ୍ଧ କରିବା ପାଇଁ ପୁତନା ରାକ୍ଷାସଙ୍କୁ ଗୋପପୁର ପ୍ରେରଣ କରାଯିବ । ଅନ୍ୟପଟେ ଗୋପପୁରରେ ଶ୍ରୀକୃଷ୍ଣ…
