ଏସ୍ସିବିରେ ବହୁମୂଲ୍ୟ ଚିକିତ୍ସା ମାଗଣା ହେବ: ସଚିବାଳୟରେ ଉଚ୍ଚସ୍ତରୀୟ ବୈଠକ
କଟକ: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ନିଦାନ ଓ ସହାୟ ଯୋଜନାରେ କେତେକ ଦୁରାରୋଗ୍ୟର ମାଗଣା ଚିକିତ୍ସା କରାଯାଉଛି। ଏବେ ସେଥିରେ ଯୋଡ଼ି ହେବାକୁ ଯାଉଛି ଆଉ କିଛି ବହୁମୂଲ୍ୟ ଚିକିତ୍ସା। ଏସ୍ସିବି ମେଡିକାଲରେ…
