ଉଜ୍ଜ୍ୱଳା ହିତାଧିକାରୀଙ୍କ ସଂଖ୍ୟା ୬ କୋଟି ଛୁଇଁଲା
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କ ସଂଖ୍ୟା ୬ କୋଟି ଛୁଇଁଛି। ଆଜି ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ୬ କୋଟିତମ ହିତାଧିକାରୀଙ୍କୁ ଏଲ୍ପିଜି ସିଲିଣ୍ଡର ପ୍ରଦାନ କରିଥିଲେ। ଉତ୍ସବରେ ପୌରୋହିତ୍ୟ କରିଥିଲେ…
