ଆତ ଖାଇଲେ ଦୂର ହୁଏ ଶ୍ୱାସ ରୋଗ
ଭୁବନେଶ୍ୱର : ଆତ ଖାଇବାକୁ ଭାରି ସ୍ୱାଦିଷ୍ଟ ଲାଗିଥାଏ। ଏଥିରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍ ଓ ଫାଇବର୍ ସହିତ ବିଭିନ୍ନ ପ୍ରକାର ପୋଷକତତ୍ତ୍ୱ ମଧ୍ୟ ରହିଛି। ଏହାକୁ ଖାଇଲେ ଅନେକ ସମସ୍ୟାରୁ ମୁକ୍ତି ମିଳଥାଏ। ଏପରିକି ଆୟୁର୍ବେଦରେ ଆତ ପତ୍ରକୁ ମଧ୍ୟ ଔଷଧ ଭାବେ ବ୍ୟବହାର କରାଯାଇଥାଏ।…
