ମହାରାଷ୍ଟ୍ରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ
ନୂଆଦିଲ୍ଲୀ() ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅନୁମୋଦନ ପରେ ମହାରାଷ୍ଟ୍ରରେ ଲାଗୁ ହୋଇଛିି ରାଷ୍ଟ୍ରପତି ଶାସନ । ମହାରାଷ୍ଟ୍ରରେ ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟକୁ ସୁପାରିଶ କରିଥିଲେ ରାଜ୍ୟପାଳ । ଆଉ ରାଜ୍ୟପାଳଙ୍କ ସୁପାରିଶକ୍ରମେ ସଙ୍ଗେ ସଙ୍ଗେ କେନ୍ଦ୍ର…
