ତ୍ରିବିକ୍ରମ ବେଶରେ ଦର୍ଶନ ଦେଲେ ମହାପ୍ରଭୁ
ପୁରୀ : ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ମହା କାର୍ତିକ ମାସର ତ୍ରୟୋଦଶୀ ତିଥିରେ ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ଠାକୁର ମାନେ ତ୍ରିବିକ୍ରମ ବେଶରେ ବିଭୂଷିତ ହୋଇ ଭକ୍ତ ମାନଙ୍କୁ ଦର୍ଶନ ଦେଇ ଥାନ୍ତି। ଏହି ବେଶରେ ଠାକୁର ମାନେ ଚୁଳ ଧାରଣ କରିଥାନ୍ତି।…
