ଅନେକ ରୋଗ ଦୂର କରେ ଶୁଣ୍ଠି
ଭୁବନେଶ୍ବର : ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର ବ୍ୟବହାର ଦ୍ବାରା ଅନେକ ସମସ୍ୟାରୁ ମୁକ୍ତି ମିଳିଥାଏ। ଜାଣନ୍ତୁ ଏ ସମ୍ପର୍କରେଟ୍ଟ – ଆଣ୍ଠୁ ଗଣ୍ଠି ଯନ୍ତ୍ରଣା ପାଇଁ ଶୁଣ୍ଠି ଖୁବ୍…