କାହିଁକି ଅନର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ରହିବ ଶିରିଡିର ସାଇବାବା ମନ୍ଦିର? ଜାଣନ୍ତୁ …
ଶିରିଡି() ଆସନ୍ତାକାଲିଠୁ ବନ୍ଦ ରହିବ ମହାରାଷ୍ଟ୍ରର ଶିରିଡି ସାଇ ବାବାଙ୍କ ମନ୍ଦିର । ମନ୍ଦିରକୁ ଅନର୍ଦ୍ଧିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ରଖିବା ପାଇଁ ନିଷ୍ପତି ନେଲା ସାଇବାବା ସଂସ୍ଥାନ ଟ୍ରଷ୍ଟ ।
ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକେରଙ୍କ ସାଇବାବାଙ୍କ ଉପରେ ଦେଇଥିବା ବିବାଦୀୟ…