ନୂତନ ଜ୍ଞାନ କୌଶଳ ଓ କୃଷି ପ୍ରଣାଳୀ ସହ ପରିଚିତ କରାଇବା ନିମନ୍ତେ ପାଠଶାଳାର ଆୟୋଜନ
ଭୁବନେଶ୍ୱର () ରାଜ୍ୟ ଅର୍ଥନୀତିରେ କୃଷି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବେଳେ ରାଜ୍ୟର ପ୍ରାୟ ୬୨ ପ୍ରତିଶତ ଜନସାଧାରଣ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ଉପରେ ନିର୍ଭର କରିଥାଆନ୍ତି ।
କୃଷକମାନଙ୍କ ଆୟକୁ ଦ୍ଵିଗୁଣିତ କରିବା ପାଇଁ ରାଜ୍ୟ ସରକାର ଅନେକ…