ଆଜି ଆପଣଙ୍କ ରାଶି କଣ କହୁଛି, ଆସନ୍ତୁ ଜାଣିବା
ମେଷ
ଆଜିର ଚନ୍ଦ୍ର ଶନି କ୍ଷେତ୍ରସ୍ଥ ଶୁକ୍ରଙ୍କ ନକ୍ଷତ୍ରରେ ଥିବାରୁ ମାନସିକ ଶିଥିଳତା ସହ ଅସ୍ଥିରତା ଭିତରେ ଦିନଟି ଅତିବାହିତ ହେବ। ବୃଶ୍ଚିକ ରାଶିସ୍ଥ ମଙ୍ଗଳଙ୍କ ପ୍ରଭାବରୁ ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ…