୧୧ ଯାଏ ବର୍ଷା
ଭୁବନେଶ୍ୱର() ବର୍ଷା ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ରାଜସ୍ୱ ବିଭାଗର ଚିଠି । ଆଜି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଂଚଳରେ ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ,ଝାରସୁଗୁଡା ଆଦି ୧୧ଟି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଆଭ୍ୟନ୍ତରୀଣ ଓଡିଶାର…