ରାଜନୀତିରୁ ଉଦ୍ଧ୍ୱର୍ରେ ରହି ସେବା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର : ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ‘ଓଡିଶା ମୋ ପରିବାର’ର ବୈଠକ ବସିବା ସହିତ ଆନୁଷ୍ଠାନିକ ଭାବେ ଏହା ଆରମ୍ଭ ହୋଇଛି । ପରିବେଶ ସୁରକ୍ଷା, ସ୍ୱାସ୍ଥ୍ୟ ସେବା ଓ ବିପନ୍ନ ଓଡିଆଙ୍କୁ ସହାୟତା ଭଳି ତିନିଟି ବିଷୟରେ…