ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି ପୁରୀ
ଭୁବନେଶ୍ୱର() ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ କୁହାଯାଇଛି ଯେ ଓଡିଶାର ବେଳାଭୁମିଗୁଡିକ କମ…