ଏଣିକି ଆମ୍ବୁଲାନ୍ସ ଅଟକାଇଲେ ୧୦ ହଜାର ଜରିମାନା
ଭୁବନେଶ୍ୱର() ଏଣିକି ସଂଶୋଧିତ ମୋଟର ଯାନ ଆଇନରେ ଥିବା ଆମ୍ବୁଲାନ୍ସ ସଂକ୍ରାନ୍ତ ଆଇନକୁ କଡ଼ାକଡ଼ି ପାଳନ କରାଯିବ। କେହି ଆମ୍ବୁଲାନ୍ସ କିମ୍ବା କୌଣସି ଜରୁରୀକାଳୀନ ସେବା ଗାଡ଼ିକୁ ରାସ୍ତା ନ ଛାଡ଼ିଲେ, ୧୦ ହଜାର ଟଙ୍କା ଜରିମାନା ଓ ୬ ମାସ ଜେଲ୍ ଦଣ୍ଡରେ ଦଣ୍ଡିତ ହେବେ। ଯେଉଁ ବାଇକ୍ କିମ୍ବା…