୭ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର() ଆହୁରି ୨୪ ଘଣ୍ଟା ରାଜ୍ୟରେ ବର୍ଷା ସମ୍ଭାବନା । ଏନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଏହି ୭ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ବହିବ ପବନ ।ଏହି ଜିଲ୍ଲାଗୁଡିକ ହେଲା ପୁରୀ, ଢ଼େଙ୍କାନା. ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ , କେନ୍ଦୁଝର, ମୟୁରଭଞ୍ଜ…