ସୁଚିତ୍ରାଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର() କିଡ଼ନୀ ଦାନ କରି ଦୁଇ ଜଣ ରୋଗୀଙ୍କ ଜୀବନ ବଞ୍ଚାଇଥିଲେ ସୁଚିତ୍ରା ଦାଶ । ଆଜି ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାରକୁ ପ୍ରଶଂସା କରିଛନ୍ତି । ପରିବାରକୁ ସୂରଜ ଯୋଜନାରେ ସମ୍ମାନିତ କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
ସୂଚନା ଅନୁସାରେ, ଗତକାଲି…