ଆଜି ରାତି ୧୨ଟାରୁ ସାରା ଦେଶରେ ଲକଡାଉନ୍
ନୁଆଦିଲ୍ଲୀ : କରୋନା ନେଇ ସାରା ଦେଶକୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କରୋନା ଭାଇରସ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦ୍ୱିତୀୟ ଥର ପାଇଁ ଦେଶବାସୀଙ୍କୁ ସମ୍ବୋଧନ କରୁଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ କହିଛନ୍ତି କି ଆଜି ପୁଣି ଥରେ କରୋନା ବୈଶିକ…
