ଭାରତରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫କୁ ବୃଦ୍ଧି
ନୂଆଦିଲ୍ଲୀ() ସାରା ବିଶ୍ୱରେ କରୋନା ମହାମାରୀର ଆତଙ୍କ ଦେଖିବାକୁ ମିଳିଛି । ସମସ୍ତଙ୍କ ମୁଣ୍ଡିବିନ୍ଧାର କାରଣ ପାଲଟିଲାଣି କରୋନା ଭାଇରସ୍ । ଏହାରି ମଧ୍ୟରେ ଭାରତରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୫କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ସଂଖ୍ୟାକୁ ନେଇ ସୂଚନା ଦେଇଛି ଆଇସିଏମଆର୍ । ଏହାସହ…
