ନିର୍ଭୟା ଦୋଷୀ ପବନର କ୍ୟୁରେଟିଭ୍ ପିଟିସନ୍ ଖାରଜ
ନୂଆଦିଲ୍ଲୀ() ନିର୍ଭୟା ଦୋଷୀ ପବନର କ୍ୟୁରେଟିଭ୍ ପିଟିସନ୍ ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ । ନିଜକୁ ନାବାଳକ ଦର୍ଶାଇ କ୍ୟୁରେଟିଭ୍ ପିଟିସନ୍ ଦାଖଲ କରିଥିଲା ପବନ । ଏହା ପୂର୍ବରୁ ସୁପ୍ରିମକୋର୍ଟରେ ପୁନଃବିଚାର ଯାଚିକା ଦାଖଲ କରି ଘଟଣା ସମୟରେ ନାବାଳକ ଥିବାର ଦଲିଲ୍ ଦେଇଥିଲା ପବନ ।…
