ଗରମ ଦେଶରେ କମ୍ ମାମଲା
ଭୁବନେଶ୍ୱର() ସାରା ବିଶ୍ୱରେ କରୋନାକୁ ନେଇ ସୃଷ୍ଟି ହୋଇଛି ଆତଙ୍କ । ଏହା ଧିରେ ଧିରେ ଭାରତରେ ମଧ୍ୟ କରୋନା ଭାଇରସର ପ୍ରଭାବ ଦେଖାଯିବା ପରେ ବଢ଼ିଯାଇଛି ଚିନ୍ତା। ଭାରତରେ କରୋନା ରୋଗୀଙ୍କ ସଂଖ୍ୟା ୩୧ ହୋଇଛି, କିନ୍ତୁ ସେମାନଙ୍କ ମଧ୍ୟରୁ ୩ ଜଣ ସଫଳତାର ସହ ଚିକିତ୍ସିତ ହୋଇଛନ୍ତି ।…
